Header ADS

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

 




କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା ସତ୍ତ୍ୱେ ଭିଡିଓ ରେକଡିଂ କରିଥିଲେ ସରପଞ୍ଚ। ବିନା ଅନୁମତିରେ କିଛି ଲୋକ ମୋ ଚାମ୍ବର ଭିତରେ ପଶିଥିଲେ। ମୋ ଚାମ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ପାଟି ତୁଣ୍ଡ ହେଲା। ଶେଷରେ ପୋଲିସରେ ଅଭିଯୋଗ କରିବାକୁ ବାଧ୍ୟ ହେଲି। ଚାମେଲିଙ୍କର କୌଣସି ବିଲ ପେଣ୍ଡିଂ ନାହିଁ ବୋଲି ବିଡିଓ କହିଛନ୍ତି।

Previous Post Next Post

نموذج الاتصال